୧୮ରେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଜନ୍ମଦିନ ଉପଲକ୍ଷେ ଅନୁକୂଳଚନ୍ଦ୍ରଙ୍କ ସତ୍‌ସଙ୍ଗ

Advertisment
ମୁଁ ଯଦି ବିଦେଶୀ, ବଦ୍ରି ବାବୁ ଡରୁଛନ୍ତି କଣ ପାଇଁ? ସୌମ୍ୟରଞ୍ଜନ ପଟ୍ଟନାୟକ

ଭୁବନେଶ୍ବର: ‘ସମ୍ବାଦ’ ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଜନ୍ମଦିନ ଉପଲକ୍ଷେ ଆସନ୍ତା ୧୮ ତାରିଖ ରବିବାର ଶ୍ରୀଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ଦିବ୍ୟ ସତ୍‌ସଙ୍ଗ ଅନୁଷ୍ଠିତ ହେବ। ଭୁବନେଶ୍ବର ସ୍ଥିତ ସତ୍‌ସଙ୍ଗ ବିହାର ପରିସରରେ ଆୟୋଜିତ ଏହି ଉତ୍ସବ‌କୁ ସଂଧ୍ୟା ୭ଟାରେ ସପରିବାର ଯୋଗ ଦେବାକୁ ଆୟୋଜକ ସଞ୍ଜୟ କୁମାର ପାତ୍ର ନିବେଦନ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe