ଡିସେମ୍ବର ୫ରେ କୋର୍ଟରେ ହାଜର ହେବେ ଅର୍ଚ୍ଚନା ନାଗ, ରିମାଣ୍ଡରେ ନେବ ଇଡି

ଭୁବନେଶ୍ବର: ବ୍ଲାକମେଲର ଲେଡି ଅର୍ଚ୍ଚନା ନାଗ ଚଳିତ ମାସ ୫ ତାରିଖରେ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହେବେ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ପ୍ରଡକ୍ସନ ଆବେଦନ ଆଧାରରେ ଅର୍ଚ୍ଚନା କୋର୍ଟରେ ହାଜର ହେବେ। କୋର୍ଟରେ ହାଜର ପରେ ଇଡି ତାଙ୍କୁ ରିମାଣ୍ଡରେ ନେବାକୁ ଆବେଦନ କରିବ।

ସମ୍ବନ୍ଧିତ ଖବର