ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଅରିନ୍ଦମ ଡାକୁଆ, ଅନୁପମ ଶାହା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ନିଯୁକ୍ତ

Advertisment
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଅରିନ୍ଦମ ଡାକୁଆ, ଅନୁପମ ଶାହା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ନିଯୁକ୍ତ

ଭୁବନେଶ୍ୱର: କଟକ ଜିଲ୍ଲାପାଳ ତଥା ୨୦୨୧ର ଆଇଏଏସ୍‌ ଅଫିସର ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ତଥା ୨୦୨୨ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆ ଯାଇଛି। ଉଭୟଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe