ଭଦ୍ରକ ଜିଲ୍ଲାର ନୂଆଶାସନ ଗାଁ’ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୨୦ ବଖରା ଘର

ଭଦ୍ରକ : ଭଦ୍ରକ ଜିଲ୍ଲାର ଗୁଆମାଳ ପଞ୍ଚାୟତ ଅନ୍ତର୍ଗତ ନୂଆଶାସନ ଗାଁ’ରେ ଅଗ୍ନିକାଣ୍ଡ। ଏହି ଅଗ୍ନିକାଣ୍ଡରେ ୫ ପରିବାରର ୨୦ରୁ ଅଧିକ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ଖବର ପାଇଁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁୁ ଆୟତ୍ତ କରିଥିବା ସୂୂଚନା ମିଳିଛି। ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନି।

ସମ୍ବନ୍ଧିତ ଖବର