ପୂର୍ବାହ୍ନ ୧୧ଟା ସୁଦ୍ଧା ୨୪.୭୬ ପ୍ରତିଶତ ମତଦାନ

Advertisment
ପୂର୍ବାହ୍ନ ୧୧ଟା ସୁଦ୍ଧା ୨୪.୭୬ ପ୍ରତିଶତ ମତଦାନ

ଭୁବନେଶ୍ବର: ପିପିଲି ଉପନିର୍ବାଚନ ଲାଗି ମତଦାନ ପ୍ରକ୍ରିୟା ସୁରୁଖୁରୁରେ ଚାଲିଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ୨୪.୭୬ ପ୍ରତିଶତ ମତଦାନ ହୋଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ସୂଚନା ଦେଇଛନ୍ତି। ସେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ କୌଣସି ସ୍ଥାନରେ ଅପ୍ରୀତିକର ପରିସ୍ଥିତି ଉପୁଜିନାହିଁ। ମତଦାନ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ମକ୍ ଡ୍ରିଲ୍ କରାଯାଇଥିଲା।

ସୂଚନାଯୋଗ୍ୟ, ପିପିଲି ଉପନିର୍ବାଚନ ପାଇଁ ଆଜି କୋଭିଡ୍‌ କଟକଣା ମଧ୍ୟରେ ସକାଳ ୭ଟାରୁ ମତଦାନ ପକ୍ରିୟା ଆରମ୍ଭ ହୋଇଛି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ ପିପିଲି ବ୍ଲକ୍ ସମୁଦାୟ ୧୯୯ଟି ବୁଥ୍ ଡେଲାଙ୍ଗ ବ୍ଲକ୍ ୧୪୯ଟି ବୁଥ୍ରେ ମତଦାନ ଜାରି ରହିଛି ,୧୯,୨୦୬ ଜଣ ପୁରୁଷ ଭୋଟର ,୧୦,୭୯୦ଜଣ ମହିଳା ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ ଏହାବାଦ୍ ଜଣ ତୃତୀୟ ଲିଙ୍ଗ ୩୨୧ଜଣ ସର୍ଭିସ୍ଭୋଟର୍ମଧ୍ୟ ଭୋଟ୍ଦେବେ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe