ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ନଭେମ୍ବର ୧୩ରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୧୯ରେ ଶେଷ ହେବ। ରାଜ୍ୟ ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନରେ ୩୦ଟି କାର୍ଯ୍ୟ ଦିବସ ରହିବ।
ନଭେମ୍ବର ୧୩ରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ
/sambad/media/post_attachments/wp-content/uploads/2019/06/asse-2.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)