ରାଜ୍ୟ Latest ନଭେମ୍ବର ୧୩ରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ Advertisment October 24, 2019, 07:47 PM IST 24 Oct 2019 19:47 IST Sambad Digital Follow Us odishaassembly.nic.in ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ନଭେମ୍ବର ୧୩ରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୧୯ରେ ଶେଷ ହେବ। ରାଜ୍ୟ ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନରେ ୩୦ଟି କାର୍ଯ୍ୟ ଦିବସ ରହିବ।