ବିଧାନସଭା ଶୀତକାଳୀନ ଅଧିବେଶନ: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ବାଚସ୍ପତି

Advertisment

ମଙ୍ଗଳବାରଠାରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ସେନେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଅଧିବେଶନକୁ ସୁରୁଖୁରରେ ପରିଚାଳନା ଲାଗି ବୈଠକରେ ବାଚସ୍ପତି ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି...

1ammnzx[a

ଭୁବନେଶ୍ବର: ମଙ୍ଗଳବାରଠାରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ସେନେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି।

ଅଧିକ ପଢ଼ନ୍ତୁ: ଶୀତକାଳୀନ ଅଧିବେଶନ ପୂର୍ବରୁ ବିଜେପି ବିଧାୟକ ଦଳ ବୈଠକ

ସୂଚନାଯୋଗ୍ୟ, ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ କମିସନରେଟ୍ ପୋଲିସ ପକ୍ଷରୁ ୮ଟି ଅସ୍ଥାୟୀ କ୍ୟାମ୍ପ ପ୍ରସ୍ତୁତ କରାଯାଇଛି । ୨୪ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ଡିସିପିଙ୍କ ନେତୃତ୍ୱରେ ୮ ଜଣ ଅତିରିକ୍ତ ଡିସିପି, ୨ କମ୍ପାନୀ ସିଆରପିଏଫ୍, ୨ ୟୁନିଟ୍ ସ୍ପେଶାଲ ଟାକ୍ଟିକାଲ୍ ୟୁନିଟ, ୪ ପ୍ଲାଟୁନ୍ ଏସଓଜି, ଡଗ୍ ସ୍କ୍ୱାଡ୍, ବୋମା ନିଷ୍କ୍ରିୟକାରୀ ସ୍କ୍ୱାଡ ନିୟୋଜିତ ହୋଇଛନ୍ତି। ଏହା ସହ ରାଜଧାନୀର ବିଭିନ୍ନ ସ୍ଥାନରେ ସାଧା ପୋଷାକରେ ଗୁଇନ୍ଦା ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ତେବେ ଅଧିବେଶନ ସମୟରେ ଗାନ୍ଧୀ ମାର୍ଗ କଡ଼ା ସୁରକ୍ଷା ବଳୟ ଏବଂ ସିସିଟିଭି ନଜରରେ ରହିବ । 

ଅଧିକ ପଢ଼ନ୍ତୁ:  ଆସନ୍ତାକାଲିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ: ସର୍ବଦଳୀୟ ବୈଠକ ଆରମ୍ଭ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe