ବାଲେଶ୍ୱର: ୨ ଯୁବକଙ୍କୁ ଛୁରାମାଡ଼ ଗୁରୁତର ଅବସ୍ଥାରେ ଚିକିତ୍ସାଳୟରେ ଭର୍ତ୍ତି

Advertisment
ବାଲେଶ୍ୱର: ୨ ଯୁବକଙ୍କୁ ଛୁରାମାଡ଼ ଗୁରୁତର ଅବସ୍ଥାରେ ଚିକିତ୍ସାଳୟରେ ଭର୍ତ୍ତି

Deccan Chronicle

ବାଲେଶ୍ୱର: ଶୁକ୍ରବାର ବିଳମ୍ବିତ ରାତିରେ ବାଲେଶ୍ୱର ସହର ସହଦେବଖୁଣ୍ଟା ଥାନା ଅଧିନ ଭୀମପୁରା ଛକରେ ୨ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଗୁରୁତର ୨ ଯୁବକ ହେଲେ ସ୍ଥାନୀୟ ଅଞ୍ଚଳର ଗୋପୀନାଥ ପାତ୍ର ଏବଂ ପ୍ରଦୀପ ମହାଳିକ। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ୨ ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe