ପୁରୀ: ଶ୍ରୀମନ୍ଦିରରେ ଅଘଟଣ। ଭିତରକାଠ ନିକଟରେ ରକ୍ତଛିଟା ପଡ଼ିବାରୁ ମହାପ୍ରଭୁଙ୍କର ହେଲା ବଡ଼ମହାସ୍ନାନ। ମଙ୍ଗଳାଳତୀ ପୂର୍ବରୁ ମହାସ୍ନାନ ହେଲେ ମହାପ୍ରଭୁ। ସୂଚନା ଅନୁଯାୟୀ, ସକାଳ ୫ଟା ୨୧ରେ ସିଂହଦ୍ଵାର ଫିଟିବା ପରେ ପ୍ରଥମେ ସେବାୟତ ଘରର ମହିଳାମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବେଶ କରିଥିଲେ। ଭିତରକାଠ ନିକଟ ଧୁକୁଡ଼ି ଦ୍ୱାର ନିକଟରେ ଜଣେ ସେବାୟତ ମହିଳାଙ୍କ ଆଙ୍ଗୁଠିରୁ ରକ୍ତଛିଟା ଲାଗିଥିଲା। ଫଳରେ ମଙ୍ଗଳାଳତୀ ପୂର୍ବରୁ ନିତି ଅଟକିଥିବା ଜଣାପଡ଼ିଛି। ମହାପ୍ରଭୁଙ୍କ ବଗ ମହାସ୍ନାନ ହେବା ପରେ ନିତି ଆଗକୁ ବଢିବ ବୋଲି ଜଣାପଡ଼ିଛି।
ଶ୍ରୀମନ୍ଦିରରେ ଅଘଟଣ: ଭିତରକାଠ ନିକଟରେ ରକ୍ତଛିଟା ପଡ଼ିବାରୁ ମହାପ୍ରଭୁଙ୍କର ହେଲା ବଡ଼ମହାସ୍ନାନ
/sambad/media/post_attachments/wp-content/uploads/2024/04/p.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)