ପୁରୀ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୩ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୯ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୩ ଘଣ୍ଟା ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ
/sambad/media/post_attachments/wp-content/uploads/2024/07/jagannath_temple_0_0-750x430-1.jpg)