ଆଜି ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Sambad English

ପୁରୀ: ଆଜି ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ନୀତି ପାଇଁ ୪ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି (ବୁଧବାର) ଫାଲଗୁନ-ଶୁକ୍ଳ ତୃତୀୟା ତିଥି, ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ରୁ ରାତ୍ର ଘ.୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe