ବୋରିଗୁମ୍ମା: କୋରାପୁଟ ଜିଲ୍ଲା ବୋରିଗୁମ୍ମା ଚମ୍ପିଆ ଶିବ ମନ୍ଦିରରେ ଭାଲୁ ବଜାଉଛି ଘଣ୍ଟି। ସୂଚନା ଅନୁଯାୟୀ ଚମ୍ପିଆ ଶିବ ମନ୍ଦିରରେ ଗତ ରାତିରେ ଦୁଇଟି ଭାଲୁ ଖାଦ୍ୟ ଅନ୍ୱେଷଣରେ ପଶିଥିଲେ।
ପ୍ରବେଶ ଦ୍ୱାରରେ ଘଣ୍ଟି ବଜାଇଥିଲେ କିଛି ଯୁବକ ଘଣ୍ଟି ଶବ୍ଦ ଶୁଣି ମନ୍ଦିରକୁ ଯାଇ ଭାଲୁ ଏଭଳି କରୁଥିବା ଦେଖି ସଙ୍ଗେ ସଙ୍ଗେ ଏହାର ଭିଡିଓ ଉତ୍ତୋଳନ କରିଥିଲେ। ପ୍ରତ୍ୟେକ ଦିନ ଦୁଇଟି ଭାଲୁ ଗାଁ ମଧ୍ୟରେ ବୁଲୁ ଥିବା ନଜରକୁ ଆସିଛି। ଏହି ଭିଡିଓ ଏବେ ମୋବାଇଲ ରୁ ମୋବାଇଲ ଘୁରି ବୁଲୁଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/05/17-3.jpg)