ରାଜନଗର : ବିଶ୍ବପ୍ରସିଦ୍ଧ ଭିତରକନିକା ଏବେ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି। କୁମ୍ଭୀର ପ୍ରଜନନ ଋତୁ ପାଇଁ ପ୍ରତି ବର୍ଷ ମେ ୧ରୁ ଜୁଲାଇ ୩୧ ତାରିଖ ୩ ମାସ ଧରି ଭିତରକନିକା ବନ୍ଦ ରହିଥାଏ। ଏହି ସମୟରେ ଦେଶବିଦେଶର ପର୍ଯ୍ୟଟକଙ୍କ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ।
ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବ। ଏଥିପାଇଁ ବନବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଅଗଷ୍ଟ ୧ ତାରିଖରୁ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟକୁ ପଲିଥିନ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/03/bhitarkanika.jpg)