ଆଜିଠାରୁ ଭିତରକନିକା ବନ୍ଦ୍‌

Advertisment
ଜାନୁଆରି ୪ରୁ ୧୪ ଭିତରକନିକା ବନ୍ଦ

Fiveprime

ରାଜନଗର: ବିଶ୍ବ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ୩ ମାସ ପାଇଁ ବନ୍ଦ ରହିବ। ଏହି ସମୟରେ କୌଣସି ପର୍ଯ୍ୟଟକଙ୍କୁ ଜାତୀୟ ଉଦ୍ୟାନ ଭିତରକୁ ଛଡ଼ା ଯିବନାହିଁ। ଏହି ସମୟ ବିରଳ କୁମ୍ଭୀରଙ୍କ ପ୍ରଜନନ ଋତୁ। କୁମ୍ଭୀରମାନେ ସ୍ଥଳଭାଗକୁ ଉଠି ସୁରକ୍ଷିତ ସ୍ଥାନ ଦେଖି ବସା ବାନ୍ଧି ଅଣ୍ତା ଦେଇଥାନ୍ତି ଏବଂ ମା’ କୁମ୍ଭୀର ଅଧିକ ହିଂସ୍ର ହୋଇଥାଏ। ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରତିବର୍ଷ ପରି ଚଳିତ ବର୍ଷ ମେ ୧ ରୁ ୩ମାସ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଛି ବୋଲି ରାଜନଗର ଡିଏଫଓ ଡକ୍ଟର ଯଜ୍ଞଦତ୍ତ ପତି ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe