ଭୁବନେଶ୍ୱର: ଭୁବନେଶ୍ୱର ସଂସଦୀୟ କ୍ଷେତ୍ରର ୫ ଟି ବିଧାନସଭା କ୍ଷେତ୍ର ଯଥା ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଭୁବନେଶ୍ୱର- ଏକାମ୍ର ଓ ଜଟଣୀ ନିର୍ବାଚନ ମଣ୍ଡଳୀର ଭୋଟ ଗଣତି ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟ ହେବ। ଏଥିପାଇଁ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟରେ ଭୋଟ ଗଣତି ପାଇଁ ନିୟୋଜିତ ହୋଇଥିବା ଅଫିସରମାନେ ଆସି ପହଞ୍ଚି ସାରିଲେଣି। ପୂର୍ବାହ୍ନ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us