ଭୁବନେଶ୍ବର: ସାଧାରଣ ଲୋକଙ୍କ ମତାମତ ନିଆଯିବା ପରେ ଜାରି ହେବ ସୁଭଦ୍ରା ଯୋଜନାର ଏସ୍ଓପି। ଏନେଇ ଆଜି ବଡ଼ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରା ଯୋଜନା ପାଇଁ ଏସ୍ଓପି ପ୍ରସ୍ତୁତ ସରିଛି, ଲୋକଙ୍କ ମତାମତକୁ ଅପେକ୍ଷା କରାଯାଇଛି। ସାରା ରାଜ୍ୟରେ ୧୦ଟି କ୍ଲଷ୍ଟରରେ ଲୋକମାନଙ୍କଠାରୁ ମତାମତ ନିଆଯାଉଛି।
ସାଧାରଣ ଲୋକଙ୍କ ମତାମତ ନିଆଯିବା ପରେ ଜାରି ହେବ ସୁଭଦ୍ରା ଯୋଜନାର ଏସ୍ଓପି: ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Advertisment
Follow Us