ରାଜ୍ୟପାଳଙ୍କୁ ଭେଟ‌ିଲେ ବିଜୟ

ଭୁବନେଶ୍ବର : ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ରାଜଭବନରେ ସାକ୍ଷାତ କରିଛନ୍ତି। ଉଭୟଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା। କିନ୍ତୁ କେଉଁ ପ୍ରସଙ୍ଗରେ ଆଲୋଚନା ହୋଇଥିଲା, ତାହା ଜଣାପଡ଼ି ନାହିଁ। ତେବେ ବିଜୟ ରାଜ୍ୟପାଳଙ୍କୁ ହଠାତ ଭେଟିବା ଘଟଣା ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ହୋଇଛି।

ସମ୍ବନ୍ଧିତ ଖବର