ଏଣିକି ମୋବାଇଲ୍ ଆପ୍‌ରେ ବାୟୋମେଟ୍ରିକ୍ ଉପସ୍ଥାନ ବାଧ୍ୟତାମୂଳକ

ଏଣିକି ମୋବାଇଲ୍ ଆପ୍ ବ୍ୟବହାର କରି ବାୟୋମେଟ୍ରିକ୍ ଉପସ୍ଥାନ ବାଧ୍ୟତାମୂଳକ। ଏଭଳି ନିର୍ଦ୍ଧେଶନାମା ଜାରି କରିଛି ସାମାଜିକ ସୁରକ୍ଷା ଓ ଭିନ୍ନ କ୍ଷମ ସଶକ୍ତିକରଣ ବିଭାଗ...

Biometric attendance now mandatory in mobile app

Biometric attendance now mandatory in mobile app Photograph: (sambad.in)

ଭୁବନେଶ୍ବର: ଏଣିକି ମୋବାଇଲ୍ ଆପ୍ ବ୍ୟବହାର କରି ବାୟୋମେଟ୍ରିକ୍ ଉପସ୍ଥାନ ବାଧ୍ୟତାମୂଳକ। ଏଭଳି ନିର୍ଦ୍ଧେଶନାମା ଜାରି କରିଛି ସାମାଜିକ ସୁରକ୍ଷା ଓ ଭିନ୍ନ କ୍ଷମ ସଶକ୍ତିକରଣ ବିଭାଗ।

୧ ସେପ୍ଟେମ୍ବର ଠାରୁ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସମସ୍ତ କର୍ମଚାରୀଙ୍କୁ ମୋବାଇଲ ଆପ୍ ମାଧ୍ୟମରେ ଉପସ୍ଥାନ ଦେବାକୁ କୁହାଯାଇଛି।  ଆପ୍‌ରୁ ପ୍ରାପ୍ତ ଅନୁପସ୍ଥିତ ବିବରଣୀ ଆଧାରରେ ପରବର୍ତ୍ତୀ ମାସର ଦରମା ପ୍ରଦାନ କରାଯିବ।

ଲଗ୍ ଇନ୍ କିମ୍ବା ଲଗ୍ ଆଉଟ୍ ସମୟରେ ଯେକୌଣସି ଅସୁବିଧାର ସମ୍ମୁଖୀନ ହେଲେ ନିୟୋଜିତ କର୍ମଚାରୀଙ୍କୁ ରିପୋର୍ଟ କରିବାକୁ ହେବ ବୋଲି କୁହାଯାଇଛି। ଅଫିସରେ କର୍ମଚାରୀଙ୍କ ଉପସ୍ଥାପନାରେ ସ୍ୱଛତା ପାଇଁ ବିଭାଗ ପକ୍ଷରୁ ଆପ୍ ବ୍ୟବହାର କରାଯାଉଛି ବୋଲି କୁହାଯାଇଛି। 

Biometric attendance | Department of Social Security and Empowerment of Persons with Disabilities

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe