Bird flu spreads in Delang: Administration to kill 6,500 chickens Photograph: (sambad.in)
ଡେଲାଙ୍ଗ: ଡେଲାଙ୍ଗରେ ବାର୍ଡ଼ ଫ୍ଲୁ ବ୍ୟାପିଛି। ଭୋପାଳରୁ ରକ୍ତ ନମୁନାର ରିପୋର୍ଟ ଆସିବା ପରେ ଡେଲାଙ୍ଗର ୩ ଟି ସ୍ଥାନକୁ ନିଷେଦ୍ଧାଞ୍ଚଳ ଘୋଷଣା କରାଯାଇଛି। ଡେଲାଙ୍ଗ ସଂକ୍ରମିତ ଅଞ୍ଚଳରୁ ପ୍ରଶାସନ ପକ୍ଷରୁ ୬୫୦୦ କୁକୁଡ଼ା ମରାଯିବ ବୋଲି କୁହାଯାଉଛି।
ସଂକ୍ରମଣ ହୋଇଥିବା ସ୍ଥାନ ଠାରୁ ୧୦ କିଲୋମିଟର ପର୍ଯ୍ୟନ୍ତ ରଖାଯାଇଥିବା ଜୀବଙ୍କ ଉପରେ କଡ଼ା ନଜର ରଖାଯିବ।
ଏନେଇ ଡେଲାଙ୍ଗ ବ୍ଲକ୍ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ସୋମନାଥ ଦାସ ସୂଚନା ପ୍ରଦାନ କରାଯାଇଛି।
puri | birdflu
Follow Us