ପୁରୀ: ନୂଆ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ କୁମାର ଦାସଙ୍କ ଯୋଗଦାନ ପୂର୍ବରୁ ଆଜି ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି।
ରଥ ନିର୍ମାଣର ଅଗ୍ରଗତି ସମ୍ପର୍କରେ ମହାରଣା ସେବକଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ଜିଲ୍ଲାପାଳ ସମର୍ଥ ବର୍ମା, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/05/25-1.jpg)