ସୂଚନା ଓ ଲୋକସଂପର୍କ ବିଭାଗ ଦାୟିତ୍ବ ନେଲେ ବିଷ୍ଣୁପଦ

ଭୁବନେଶ୍ବର : ବରିଷ୍ଠ ଆଇଏଏସ୍‌ ଅଫିସର ବିଷ୍ଣୁପଦ ସେଠୀ ଆଜି ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ନିର୍ଦ୍ଦେଶକ (ବୈଷୟିକ) ନିରଞ୍ଜନ ସେଠୀ ବିଭାଗର କାର୍ଯ୍ୟଧାରା ତଥା ମହାମାରୀ କରୋନା ପରିପ୍ରେକ୍ଷୀରେ ବିଭାଗ ତରଫରୁ ଜାରି ରହିଥିବା ପ୍ରମୁଖ ଶାସନ ସଚିବଙ୍କ କାର୍ଯ୍ୟଭାର ଗ୍ରହଣ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗର ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ, ଯୁଗ୍ମ ନିର୍ଦ୍ଦେଶକ ଡ. ପ୍ରମୋଦ କୁମାର ମଲ୍ଲିକ, ଯୁଗ୍ମ ନିର୍ଦ୍ଦେଶକ ସୁରେନ୍ଦ୍ର ପରିଡ଼ା ଏବଂ ବହୁ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର