ଦ୍ୱିତୀୟ ଦିନର ଭୋଟ୍ ଗଣତି: ଢେର ଆଗରେ ବିଜେଡି

ଭୁବନେଶ୍ବର: ରାଜ୍ୟର ମୋଟ୍ ୮୫୧ ଜିଲ୍ଲା ପରିଷଦ ଜୋନ୍ ମଧ୍ୟରୁ ଦ୍ୱିତୀୟ ଦିନରେ ୩୦୬ଟି ଜିଲ୍ଲା ପରିଷଦ ଆସନ ପାଇଁ ଭୋଟ୍ ଗଣତି ଜାରି ରହିଛି। ତେବେ ଦିନ ୧ଟା ୨୦ ସୁଦ୍ଧା ଆସିଥିବା ଟ୍ରେଣ୍ଡ୍ ଅନୁଯାୟୀ ୩୦୫ଟି ଜୋନରୁ ବିଜେଡି ୨୪୫ଟି ଜୋନରେ ଆଗୁଆ ରହିଛି, ବିଜେପି ୨୩ ଏବଂ କଂଗ୍ରେସ ୧୫ ଜୋନରେ ଆଗୁଆ ରହିଛି । ସେହିପରି ଅନ୍ୟ ଦଳ ୩ଟି ଓ ଗୋଟିକରେ ସ୍ବାଧୀନ ପ୍ରାର୍ଥୀ ଆଗୁଆ ରହିଛନ୍ତି।

ସମ୍ବନ୍ଧିତ ଖବର