ବିଜେଡି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି: ବିଧାନସଭାରେ ଉଠିବ ରାଜ୍ୟକୁ ସ୍ୱତନ୍ତ୍ର ପାହ୍ୟା ଦାବି

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଅଧିବେଶନ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଗୁରୁବାର ବିଜେଡି ବିଧାୟକ ଦଳର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ବୈଠକ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି, ରାଜ୍ୟକୁ ସ୍ୱତନ୍ତ୍ର ପାହ୍ୟା ଦାବି ବିଧାନସଭାରେ ଉଠାଇବୁ। ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରସଙ୍ଗ ଉଠାଯିବ। ବିଧାନସଭା ଅଧିବେଶନରେ ରାଜ୍ୟ ପ୍ରତି କେନ୍ଦ୍ରର ଅବହେଳା କଥା ମଧ୍ୟ ଉଠିବ।

ସମ୍ବନ୍ଧିତ ଖବର