ଜଗତ୍‌ସିଂହପୁର: ତିର୍ତ୍ତୋଲ ବିଧାନସଭା ଲାଗି ଅନୁଷ୍ଠିତ ଉପନିର୍ବାଚନର ଭୋଟ ଗଣତିର ୨୦ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ଆଗୁଆ ରହିଥିବା ଜଣାଯାଇଛି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍‌ ୬୬୯୧୩ ଭୋଟ୍‌ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୩୬୯୨୬ଟି ଭୋଟ୍‌ ମିଳିଛି। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୭୧୬୮ଟି ଭୋଟ୍‌ ପାଇଛନ୍ତି।

Advertisment

ସୂଚନାଯୋଗ୍ୟ, ୧୯ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୧୬୬ଟି ଭୋଟରେ ଆଗୁଆ ରହିଥିବା ଜଣାଯାଇଥିଲା। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍‌ ୬୪୦୫୫ ଭୋଟ୍‌ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୩୫୩୩୯ଟି ଭୋଟ୍‌ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୫୮୭୭ଟି ଭୋଟ୍‌ ପାଇଥିଲେ।

୧୮ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୦୪୫ ଭୋଟରେ ଆଗୁଆ ରହିଥିଲେ। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍‌ ୬୦୮୮୯ ଭୋଟ୍‌ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୩୩୨୨୪ଟି ଭୋଟ୍‌ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୫୩୨୫ଟି ଭୋଟ୍‌ ପାଇଥିଲେ।

୧୭ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୫୫୪ ଭୋଟରେ ଆଗୁଆ ରହିଥିବା ଜଣାଯାଇଥିଲା । ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍‌ ୫୭୮୪୪ ଭୋଟ୍‌ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୩୧୧୭୭ଟି ଭୋଟ୍‌ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୪୬୯୩ଟି ଭୋଟ୍‌ ପାଇଥିଲେ।

୧୬ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୭୮୭ ଭୋଟରେ ଆଗୁଆ ରହିଥିଲେ। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍‌ ୫୪୨୯୦ ଭୋଟ୍‌ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୨୯୫୯୩ଟି ଭୋଟ୍‌ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୪୦୮୪ଟି ଭୋଟ୍‌ ପାଇଥିଲେ।

୧୫ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ମୋଟ୍‌ ୫୦୫୦୩ଟି ଭୋଟ୍‌ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୨୭୪୬୦ଟି ଭୋଟ୍‌ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୩୩୪୪ଟି ଭୋଟ୍‌ ପାଇଥିଲେ।