୧୮ ରାଉଣ୍ଡ ସୁଦ୍ଧା ତିର୍ତ୍ତୋଲରେ ବିଜେଡିକୁ ୬୦୮୮୯ଟି ଭୋଟ୍‌, ଭୋଟ୍‌ ଗଣତି ସ୍ଥଳରେ ଉତ୍ସବର ମାହୋଲ

୩୦୪୫ ଭୋଟ୍‌ରେ ବିଜେଡି ଆଗୁଆ, ବିଜେପିକୁ ୩୩୨୨୪ଟି ଭୋଟ୍‌

ଜଗତ୍‌ସିଂହପୁର: ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ୧୮ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୦୪୫ ଭୋଟରେ ଆଗୁଆ ରହିଥିବା ଜଣାଯାଇଛି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍‌ ୬୦୮୮୯ ଭୋଟ୍‌ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୩୩୨୨୪ଟି ଭୋଟ୍‌ ମିଳିଛି। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୫୩୨୫ଟି ଭୋଟ୍‌ ପାଇଛନ୍ତି।

ସୂଚନାଯୋଗ୍ୟ, ୧୭ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୫୫୪ ଭୋଟରେ ଆଗୁଆ ରହିଥିବା ଜଣାଯାଇଛି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍‌ ୫୭୮୪୪ ଭୋଟ୍‌ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୩୧୧୭୭ଟି ଭୋଟ୍‌ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୪୬୯୩ଟି ଭୋଟ୍‌ ପାଇଥିଲେ।

୧୬ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୭୮୭ ଭୋଟରେ ଆଗୁଆ ରହିଥିଲେ। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍‌ ୫୪୨୯୦ ଭୋଟ୍‌ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୨୯୫୯୩ଟି ଭୋଟ୍‌ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୪୦୮୪ଟି ଭୋଟ୍‌ ପାଇଥିଲେ।

୧୫ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ମୋଟ୍‌ ୫୦୫୦୩ଟି ଭୋଟ୍‌ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୨୭୪୬୦ଟି ଭୋଟ୍‌ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୩୩୪୪ଟି ଭୋଟ୍‌ ପାଇଥିଲେ।

୧୪ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୨୦୯୪୬ଟି ଭୋଟରେ ଆଗୁଆ ରହିଥିଲେ। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍‌ ୪୬୯୩୧ଟି ଭୋଟ୍‌ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୨୫୯୮୫ଟି ଭୋଟ୍‌ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୨୧୪୫ଟି ଭୋଟ୍‌ ପାଇଥିଲେ।

ସେହିଭଳି ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ଦ୍ବାଦଶ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୧୮୨୪୨ ଭୋଟରେ ଆଗୁଆ ରହିଥିଲା। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍ ୪୦୮୪୦ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୨୨୫୯୮ଟି ଭୋଟ୍ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୦୧୭୨ଟି ଭୋଟ୍ ପାଇଥିଲା ।

ଉପନିର୍ବାଚନରେ ଏକାଦଶ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୧୭୪୫୧ ଭୋଟରେ ଆଗୁଆ ରହିଥିଲେ। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ମୋଟ୍ ୩୮୦୪୩ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୨୦,୫୯୨ଟି ଭୋଟ୍ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୯୪୯୧ଟି ଭୋଟ୍ ପାଇଥିଲେ ।

ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନର ଦଶମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୧୬୨୨୨ ଭୋଟରେ ଆଗୁଆ ରହିଥିଲେ। ଦଶମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ମୋଟ୍ ୩୫୧୯୨ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୧୮,୯୭୦ଟି ଭୋଟ୍ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୮୨୪୧ଟି ଭୋଟ୍ ପାଇଥିଲେ ।
ନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୧୪୫୬୧ ଭୋଟରେ ଆଗୁଆ ରହିଥିବା ଜଣାଯାଇଥିଲା। ନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ମୋଟ୍ ୩୨୦୭୫ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୧୭,୫୧୪ଟି ଭୋଟ୍ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୬୮୩୫ଟି ଭୋଟ୍ ପାଇଥିଲେ। ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୬୪୦୦ ଭୋଟରେ ଆଗୁଆ ରହିଥିଲେ।

ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ମୋଟ୍ ୧୮୩୯୭ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୧୧,୯୯୭ଟି ଭୋଟ୍ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୨୨୪୭ଟି ଭୋଟ୍ ପାଇଥିଲେ ।

ଦ୍ବିତୀୟ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୩୧୦ ଭୋଟରେ ଆଗୁଆ ରହିଥିଲେ। ଦ୍ବିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ୭୮୬୭ଟି ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୪୫୫୭ଟି ଭୋଟ୍ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୦୫୭ଟି ଭୋଟ୍ ପାଇଥିଲେ ।

ସେହିପରି ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୧୦୭୮ ଭୋଟରେ ଆଗୁଆ ରହିଥିଲେ । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ୩୮୫୨ଟି ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୨୭୭୪ଟି ଭୋଟ୍ ମିଳିଥିଲା । ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୪୪୨ଟି ଭୋଟ୍ ପାଇଥିଲେ ।

ସମ୍ବନ୍ଧିତ ଖବର