ଭୁବନେଶ୍ବର : ୧୮ରୁ ବିଧାନସଭା ବଜେଟ୍ ଅଧିବେଶନ। ବଜେଟ୍ ଅଧିବେଶନ ପାଇଁ ଆସନ୍ତା ୧୭ ତାରିଖରେ ବିଜୁ ଜନତା ଦଳର ବିଧାୟକ ଦଳ ବୈଠକ ବସିବ। ସେହିଦିନ ବିଧାନସଭା ୫୪ ନମ୍ବର ପ୍ରକୋଷ୍ଠରେ ସନ୍ଧ୍ୟା ୫ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବ। ବିଧାୟକମାନଙ୍କ ଅବଗତି ନିମନ୍ତେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରେସ୍ ଇସ୍ତାହାର ଜରିଆରେ ଜଣାଇଛନ୍ତି।
୧୭ରେ ବିଜେଡି ବିଧାୟକ ଦଳ ବୈଠକ
/sambad/media/post_attachments/wp-content/uploads/2019/08/bjd-fa.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)