୧୭ରେ ବିଜେଡି ବିଧାୟକ ଦଳ ବୈଠକ

Advertisment
୧୭ରେ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ବର : ୧୮ରୁ ବିଧାନସଭା ବଜେଟ୍‌ ଅଧିବେଶନ। ବଜେଟ୍‌ ଅଧିବେଶନ ପାଇଁ ଆସନ୍ତା ୧୭ ତାରିଖରେ ବିଜୁ ଜନତା ଦଳର ବିଧାୟକ ଦଳ ବୈଠକ ବସିବ। ସେହିଦିନ ବିଧାନସଭା ୫୪ ନମ୍ବର ପ୍ରକୋଷ୍ଠରେ ସନ୍ଧ୍ୟା ୫ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବ। ବିଧାୟକମାନଙ୍କ ଅବଗତି ନିମନ୍ତେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରେସ୍‌ ଇସ୍ତାହାର ଜରିଆରେ ଜଣାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe