ରଥ ଦାସଙ୍କ ବହିଷ୍କାର ପ୍ରତ୍ୟାହାର କଲା ବିଜେଡି

ଭୁବନେଶ୍ବର : ଆଜି ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଭଣ୍ଡାରିପୋଖରୀର ପୂର୍ବତନ ବିଧାୟକ ରଥ ଦାସଙ୍କ ବହିଷ୍କାର ଆଦେଶକୁ ପ୍ରତ୍ୟାହାର କରିଛନ୍ତି। ଏ ନେଇ ବିଜେଡି ପକ୍ଷରୁ ଏକ ପ୍ରେସ୍ ଇସ୍ତାହାରରେ ଜଣାଇଦିଆଯାଇଛି।

ସମ୍ବନ୍ଧିତ ଖବର