ବିଜେଡି ଛାଡ଼ିଲେ ରାଜ୍ୟ ସମ୍ପାଦକ ମଙ୍ଗଳ ସାହୁ, ଘର ବାହୁଡ଼ିବା ନେଇ ଚର୍ଚ୍ଚା

ଭୁବନେଶ୍ବର: ବିଜେଡି ରାଜ୍ୟ ସମ୍ପାଦକ ମଙ୍ଗଳ ସାହୁ ଦଳ ଛାଡ଼ିଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି। ପୂର୍ବରୁ ମଙ୍ଗଳ ସାହୁ ଝାରସୁଗୁଡ଼ାର ଜିଲ୍ଲା ବିଜେପି ସଭାପତି ଥିବାବେଳେ, ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ମିଶିଥିଲେ ।

ଗୁରୁବାର ସେ ଘର ବାହୁଡ଼ିବା ସହ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

ସମ୍ବନ୍ଧିତ ଖବର