ଆଜି ଅପରାହ୍ଣରେ ବିଜେଡି ଘୋଷଣା କରିବ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ

ଭୁବନେଶ୍ୱର: ଆଜି ଅପରାହ୍ଣ ୫ଟା ସମୟରେ ବିଜେଡ଼ି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ ବୋଲି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ନବୀନ ନିବାସ ପରିସର ଆମ ଓଡ଼ିଶା ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେଡିକୁ ସ୍ୱାଗତ କରିବା ଅବସରରେ ଶ୍ରୀ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର