ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନରେ ଜିତିଲେ ବିଜେଡି ପ୍ରାର୍ଥୀ

ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନରେ ଜିତିଲେ ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନରେ ବିଜେଡିର ବିଜୟ ହୋଇଛି। ବାଲେଶ୍ୱରରେ ସ୍ୱରୂପ କୁମାର ଦାସ ୧୩ ହଜାର ୩୫୧ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିବା ବେଳେ ତିର୍ତ୍ତୋଲରେ ବିଜେଡି ପ୍ରାର୍ଥୀ ୪୧ ହଜାର ୭୦୩ ଭୋଟରେ ନିର୍ବାଚନ ଜିତିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ୍ କୁମାର ଲୋହାନୀ ।

ଶ୍ରୀ ଲୋହାନୀ କହିଛନ୍ତି ଯେ, ବାଲେଶ୍ୱରରେ ବିଜେପି ପ୍ରାର୍ଥୀ ମାନସ ଦତ୍ତଙ୍କୁ ପରାସ୍ତ କରିଛନ୍ତି ସ୍ୱରୂପ ଦାସ। ସେହିପରି ତିର୍ତ୍ତୋଲରେ ବିଜୟ ଶଙ୍କର ତାଙ୍କର ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ ତଥା ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ପରାସ୍ତ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe