ବିଜେପୁର ଉପନିର୍ବାଚନ ବିଜ୍ଞପ୍ତି ଜାରି

ବିଜେପୁର : ରୀତା, ପ୍ରଣୟ ଓ ଅଶୋକଙ୍କ ସମେତ ୧୩ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ଆଜି;  ଆରମ୍ଭ ହେଲା ଗଣତି

ଭୁବନେଶ୍ୱର: ବିଜେପୁର ଉପନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି। ଏହା ସହ ଆଜି ଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାର୍ଥିପତ୍ର ଦାଖଲର ଶେଷ ଦିବସ ରହିଛି ଫେବ୍ରୁଆରି ୬। ୭ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ୍‌ ହେବ। ୯ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯାଇପାରିବ। ୨୪ ତାରିଖରେ ନିର୍ବାଚନ ହୋଇ ୨୮ରେ ଗଣତି ଓ ଫଳାଫଳ ପ୍ରକାଶ ପାଇବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe