ମାଲିପଦର ଜଙ୍ଗଲରେ ଫେକ୍ ଏନକାଉଣ୍ଟର ଘଟଣା: ମୃତକର ଶବ ଦିଆନଯିବାରୁ ଜାତୀୟ ରାଜପଥ ଅବରୋଧ

Advertisment
ମାଲିପଦର ଜଙ୍ଗଲରେ ଫେକ୍ ଏନକାଉଣ୍ଟର ଘଟଣା: ମୃତକର ଶବ ଦିଆନଯିବାରୁ ଜାତୀୟ ରାଜପଥ ଅବରୋଧ

ମାଲକାନଗିରି: କୋରାପୁଟ ମାଲିପଦର ଜଙ୍ଗଲରେ ପୁଲିସ ପକ୍ଷରୁ ଫେକ୍ ଏନକାଉଣ୍ଟର କରାଯାଇଥିବାର ଅଭିଯୋଗ ହୋଇଛି। ଗତ ୯ ତାରିଖ ରାତିରେ ଘଟିଥିବା ଏନକାଉଣ୍ଟରରେ ପ୍ରାଣ ହରାଇଥିଲେ ମାଲକାନଗିରି ସର୍ଗୀଗୁଡା ଗାଁର ଧନ କମାର। ମୃତକ ଧନ କମାର ମାଓବାଦୀ ନୁହଁନ୍ତି ବୋଲି ଗ୍ରାମବାସୀମାନେ କହିଛନ୍ତି।

ମୃତକର ଶବ ଦିଆନଯିବାରୁ କତାମେଟା ମୁଖ୍ୟରାସ୍ତା ଅବରୋଧ କରି ଗାଁ ଲୋକେ ଏହାର ପ୍ରତିବାଦ କରିଛନ୍ତି। ଜୟପୁର - ମାଲକାନଗିରି ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଛି। ଗାଁ ଲୋକଙ୍କ କହିବା ଅନୁଯାୟୀ, ଫେକ୍ ଏନକାଉଣ୍ଟରରେ ପ୍ରାଣ ହରାଇଥିବା ଦୁଇ ଜଣ ଗଞ୍ଜେଇ ବ୍ୟବସାୟୀ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe