ଚଇତି ଉପଲକ୍ଷେ ରକ୍ତଦାନ ଶିବିର; ୧୦୧ ୟୁନିଟ୍ ସଂଗ୍ରହ

ରାୟଗଡା : ରାୟଗଡ଼ା ଜିଲ୍ଲା ଲୋକ ମହୋତ୍ସବ ଚଇତି ଅବସରରେ ରାୟଗଡା ରାଧାକ୍ରିଷ୍ଣା ଆସୋସିଏଟସ୍ ଓ ସମ୍ବାଦ-ଆମ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଅଶୋକ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ଶିବିରରୁ ୧୦୧ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି। ଜିଲ୍ଲାପାଳ ଗୁହା ପୁନମ ତାପସ କୁମାର ମୁଖ୍ୟଅତିଥି ଭାବେ ଯୋଗଦେଇ ଶିବିରକୁ ଉଦ୍‌ଘାଟନ କରିଥିଲେ।

ସମ୍ବନ୍ଧିତ ଖବର