୨୬୫ ୟୁନିଟ୍‌ ରକ୍ତ ସଂଗୃହୀତ

Advertisment
୨୬୫ ୟୁନିଟ୍‌ ରକ୍ତ ସଂଗୃହୀତ

ପୁରୁଷୋତ୍ତମପୁର : ଆମ ପୁଲିସ ସମିତି ଓ ସମ୍ବାଦ-ଆମ ଓଡ଼ିଶାର ମିଳିତ ସହଯୋଗରେ ଆଜି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୨୬୫ ୟୁନିଟ୍‌ ରକ୍ତ ସଂଗୃହୀତ ହୋଇଥିଲା। ଦକ୍ଷିଣାଞ୍ଚଳ ଡିଆଇଜି ଆଶିଷ କୁମାର ସିଂହ ମୁଖ୍ୟ ଅତିଥିଭାବେ ଯୋଗଦେଇ ଶିବିରକୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ, ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର, ଛତ୍ରପୁର ଏସ୍‌.ପି. ବ୍ରିଜେଶ କୁମାର ରାଓ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe