ପୁରୀ: ଶ୍ରୀମନ୍ଦିର ଭିତର କାଠ ନିକଟରେ ରକ୍ତଛିଟା ପଡ଼ିଥିବା ଦେଖାଯିବା ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି। ଏଥିଲାଗି ଘଣ୍ଟାଏ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଦର୍ଶନ।
ଜଣେ ଶ୍ରଦ୍ଧାଳୁ ଆହତ ହେବା ଯୋଗୁ ରକ୍ତ ପଡ଼ିଥିବା ଅନୁମାନ କରାଯାଉଛି। ଆଜି ରବିବାର ଓ କାଲି ବଡ଼ଦିନ ହୋଇଥିବାରୁ ଶ୍ରୀମନ୍ଦିରରେ ପ୍ରବଳ ଗହଳି ହୋଇଛି। ମହାପ୍ରଭୁଙ୍କୁ ଦର୍ଶନ ପାଇଁ ବଡ଼ଦାଣ୍ଡରେ ହୋଇଛି ଭକ୍ତଙ୍କ ସମାଗମ। ହଜାର ହଜାର ସଂଖ୍ୟାରେ ଭକ୍ତ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/11/jagannath_temple_0_0.jpg)