ଶ୍ରୀମନ୍ଦିର ଭିତର କାଠ ନିକଟରେ ରକ୍ତଛିଟା: ପୁଣି ହେଲା ମହାପ୍ରଭୁଙ୍କ ମହାସ୍ନାନ

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି: ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ

ପୁରୀ: ଶ୍ରୀମନ୍ଦିର ଭିତର କାଠ ନିକଟରେ ରକ୍ତଛିଟା ପଡ଼ିଥିବା ଦେଖାଯିବା ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି। ଏଥିଲାଗି ଘଣ୍ଟାଏ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଦର୍ଶନ।

ଜଣେ ଶ୍ରଦ୍ଧାଳୁ ଆହତ ହେବା ଯୋଗୁ ରକ୍ତ ପଡ଼ିଥିବା ଅନୁମାନ କରାଯାଉଛି। ଆଜି ରବିବାର ଓ କାଲି ବଡ଼ଦିନ ହୋଇଥିବାରୁ ଶ୍ରୀମନ୍ଦିରରେ ପ୍ରବଳ ଗହଳି ହୋଇଛି। ମହାପ୍ରଭୁଙ୍କୁ ଦର୍ଶନ ପାଇଁ ବଡ଼ଦାଣ୍ଡରେ ହୋଇଛି ଭକ୍ତଙ୍କ ସମାଗମ। ହଜାର ହଜାର ସଂଖ୍ୟାରେ ଭକ୍ତ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe