ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୧୦୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୩୦୦ଭିତରେ ରହୁଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର