ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୧୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ

Advertisment
ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୧୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୩୦୦ଭିତରେ ରହୁଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୦୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe