ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ସୋମବାର ହିଂସାକାଣ୍ଡରେ ସମ୍ପୃକ୍ତି ଅଭିଯୋଗ ଆଧାରରେ ୫ ଜଣଙ୍କୁ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ରାଜ୍ୟ ସଭାପତି ମନମୋହନ ସାମଲ ନିଲମ୍ବନ କରିଛନ୍ତି।
କର୍ପୋରେଟର ଅପରୂପ ନାରାୟଣ ରାଉତ,ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, ସଚିକାନ୍ତ ସ୍ୱାଇଁ ଏବଂ ସଂଜୀବ ମିଶ୍ରଙ୍କୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଅନ୍ତର୍ଗତ ନିଲମ୍ବନ କରାଯାଇଛି
Follow Us