ରାମାଶିଷ ହାଜରା ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି

Advertisment
ରାମାଶିଷ ହାଜରା ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି

www.ommcomnews.com

ଭୁବନେଶ୍ବର : ଆଗକୁ ମାଟ୍ରିକ୍‌ ପରୀକ୍ଷା। ତାହାକୁ ଦୃଷ୍ଟିରେ ରଖି ମାଧ୍ୟମିକ ଶିକ୍ଷା ପରିଷଦର ସଚିବ ତଥା ଓଏଏସ୍‌ ଅଧିକାରୀ ରାମାଶିଷ ହାଜରାଙ୍କୁ ନୂତନ ସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ଏନେଇ ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe