ସମ୍ବଲପୁର: ସମ୍ବଲପୁର ଝାଙ୍କରପାଲି ନିକଟସ୍ଥ ୫୫ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଘଟିଛି। ଜାତୀୟ ରାଜପଥରେ ଅଧ୍ୟନିର୍ମିତ ଫ୍ଲାଏଓଭର ଉପରୁ ତୀର୍ଥଯାତ୍ରୀ ବୋଲେରୋ ଖସିପଡ଼ିଥିଲା। ଏହାଫଳରେ ଘଟଣା ସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ବୁର୍ଲା ଭିମସାରରେ ଭର୍ତ୍ତି କରାଯାଇଛି। ଯାତ୍ରୀମାନେ ଛତିଶଗଡ଼ରୁ ପୁରୀ ଅଭିମୁଖେ ଯାଉଥିଲେ। ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp