ଭୁବନେଶ୍ୱର: ଏସଟିଏଫ୍ ପକ୍ଷରୁ ପିପିଲି- ନିମାପଡ଼ା ଓଭରବ୍ରିଜ ଉପରୁ ଏକ କେଜି ୪୮ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି। ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେବ ବୋଲି କୁହାଯାଉଛି। ଏହି ମାମଲାରେ ଇମତାଜ ଖାନ୍ ନାମକ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଥିବାର ସୂଚନା ମିଳିଛି। ଆଜି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ।
ଗତ ଏକ ବର୍ଷ ଭିତରେ ୩୫ କେଜି ବ୍ରାଉନସୁଗାର ଜବତ କରିଛି ଏସଟିଏଫ୍। ଠିକ୍ ସେହିପରି ୬୭ କ୍ବିଣ୍ଟାଲ୍ ୫୨ କେଜି ଗଂଜେଇ ଜବତ ହେଇଥିବା ବେଳେ, ଶହେରୁ ଅଧିକ ନିଶା ବେପାରୀଙ୍କୁ ଗିରଫ କରଯାଇସାରିଛି।
ପିପିଲି- ନିମାପଡ଼ା ଓଭରବ୍ରିଜ ଉପରୁ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ
/sambad/media/post_attachments/wp-content/uploads/2021/07/brown-sugar-odisha-bytes.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)