୧୩ ଫେବ୍ରୁଆରିରୁ ବିଧାନସଭା ବ‌ଜେଟ୍ ଅଧିବେଶନ, ୧୨ରେ ସର୍ବଦଳୀୟ ବୈଠକ

ଫେବ୍ରୁଆରି ୧୩ରୁ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏନେଇ ଫେବ୍ରୁଆରି ୧୨ ତାରିଖରେ ବିଧାନସଭାର ସର୍ବଦଳୀୟ ବୈଠକ. ପୂର୍ବାହ୍ନ ୧୧ରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ...

Budget Session from 13th Feb, in feb 12th All-Party Meeting

Budget Session from 13th Feb, in feb 12th All-Party Meeting Photograph: (sambad.in)

ଭୁବନେଶ୍ବର: ଫେବ୍ରୁଆରି ୧୩ରୁ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏନେଇ ଫେବ୍ରୁଆରି ୧୨ ତାରିଖରେ ବିଧାନସଭାର ସର୍ବଦଳୀୟ ବୈଠକ. ପୂର୍ବାହ୍ନ ୧୧ରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ।

ଶାନ୍ତିଶୃଙ୍ଖଳାର ସହିତ ବଜେଟ୍ ଅଧିବେଶନ ଅନୁଷ୍ଠିତ କରାଯିବା ପାଇଁ ସେନେଇ ବାଚସ୍ପତି ବିରୋଧୀ ଏବଂ ଶାସକ ଦଳ ମଧ୍ୟରେ ସମନ୍ବୟ ରକ୍ଷା ପାଇଁ ଏହି ବୈଠକ ଡକାଇଛନ୍ତି।

ଅଧିକ ପଢ଼ନ୍ତୁ: ବଦଳିବ ଭୂମିହୀନଙ୍କ ସଂଜ୍ଞା: ରାଜସ୍ବ ମନ୍ତ୍ରୀ

ଫେବ୍ରୁଆରି ୧୭ରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରାଯିବ।

ଅଧିକ ପଢ଼ନ୍ତୁ: ଟସ୍ ଜିତିଲା ଇଂଲଣ୍ଡ: ବ୍ୟାଟିଂ ନିଷ୍ପତ୍ତି

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe