ବସ୍‌ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ବସ୍‌ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଉଲୁଣ୍ଡା : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର-ଧର୍ମଶାଳା ରାସ୍ତାର ଭୁଦୋବର ଗ୍ରାମ ନିକଟରେ ଏକ ସରକାରୀ ବସ୍‌ ଓଲଟି ପଡ଼ିବାରୁ ଯାତ୍ରୀମାନେ ଅଳ୍ପକେ ରକ୍ଷା ପାଇଛନ୍ତି। ସୂଚନାନୁସାରେ ପୁରୀରୁ ପାତାଳୀ ଶ୍ରୀକ୍ଷେତ୍ର ଆସୁଥିବା ସରକାରୀ ବସ୍‌ଟି ଆଜି ଭୋର୍‌ରେ ଭୁଦୋବର ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଏକ ଗଛରେ ସାମାନ୍ୟ ବାଡ଼େଇ ହୋଇ ଓଲଟି ପଡ଼ିଥିଲା। ବସ୍‌ରେ ଥିବା ଯାତ୍ରୀମାନେ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ବୀରମହାରାଜପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe