ଚଣ୍ଡିଖୋଲ: ଯାଜପୁର ଜିଲ୍ଲା ତଥା ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର କଡେଇ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ବାରିପଦାରୁ ଭୁବନେଶ୍ୱର ଯାଉଥିବା ଏକ ବସ ଏକ ଟ୍ରକ ସହିତ ଧକ୍କା ହେବାରୁ ଘଟଣା ସ୍ଥଳରେ ବସ ଚାଳକଙ୍କର ମୃତ୍ୟୁ ହୋଇଯାଇଛି । ଏହି ଦୁର୍ଘଟଣାରେ ୯ ଜଣ ବସ ଯାତ୍ରୀ ଆହତ ହୋଇଛନ୍ତି ।
ଗୁରୁତର ଆହତମାନଙ୍କୁ କଟକ ବଡ଼ ମେଡିକାଲକୁ ପଠାଇ ଦିଆଯାଇଛି। ବଡ଼ଚଣା ଥାନା ପୁଲିସ ଘଟଣାର ତଦନ୍ତ ଚଳାଉଛି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us