କ୍ୟାବିନେଟ୍ ବୈଠକ: ୬ ପ୍ରସ୍ତାବକୁ ଅନୁମୋଦନ, ଭିଜନ୍ ଡକ୍ୟୁମେଣ୍ଟ ୨୦୩୬ ଉପରେ ଆଲୋଚନା

ଲୋକ ସେବା ଭବନରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ବୁଧବାର ଓଡ଼ିଶା କ୍ୟାବିନେଟ୍ ୬ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ସରକାରୀ ସୂତ୍ର ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା....

Cabinet meeting: Approval of 7 proposals, discussion on Vision Document 2036

Cabinet meeting: Approval of 7 proposals, discussion on Vision Document 2036 Photograph: (sambad.in)

ଭୁବନେଶ୍ୱର: ଲୋକ ସେବା ଭବନରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ବୁଧବାର ଓଡ଼ିଶା କ୍ୟାବିନେଟ୍ ୬ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି।

ସରକାରୀ ସୂତ୍ର ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା।

ବୈଠକରେ ଆଲୋଚନା ହୋଇଥିବା ପ୍ରସ୍ତାବ ମଧ୍ୟରୁ ୬ଟି ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ କରିଛି। ବୈଠକରେ ନିଆଯାଇଥିବା ନିଷ୍ପତ୍ତିର ବିବରଣୀ ଖୁବ୍ ଶୀଘ୍ର ସରକାର ପ୍ରଦାନ କରିବେ।

ଅଧିକ ପଢ଼ନ୍ତୁ: ଓଡ଼ିଶାରେ ୩ଟି ନୂତନ ସିଭିଲ୍ ଜଜ୍ କୋର୍ଟ ଗଠନ, ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଜ୍ଞପ୍ତି ଜାରି

ରାଜ୍ୟ କ୍ୟାବିନେଟ ବୈଠକ ପରେ ମନ୍ତ୍ରୀ ପରିଷଦର ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିଲା।

ବୈଠକରେ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଉପରେ ଏକ ବିସ୍ତୃତ ରିପୋର୍ଟ ଉପସ୍ଥାପିତ ହୋଇଥିବା ଜଣାପଡ଼ିଛି।

ଅଧିକ ପଢ଼ନ୍ତୁ: ଅନଲାଇନ୍ ଗେମିଂରେ ଆର୍ଥିକ ଠକେଇ ନେଇ ସତର୍କ ରହିବାକୁ ଓଡ଼ିଶା ପୁଲିସ ପକ୍ଷରୁ ଜନସାଧାରଣଙ୍କୁ ଅନୁରୋଧ

CM Mohan Charan Majhi | lok seva bhawan

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe