ଆଜି କ୍ୟାବିନେଟ୍‌

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ୍‌ ବୈଠକ ଆଜି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟା ୪୫ରେ ସଚିବାଳୟରେ ଏହି ବୈଠକ ବସିବ। ଏଥିରେ ୫ଟି ଏଜେଣ୍ଡା ଉପରେ ଆଲୋଚନା ହେବ ବୋଲି ସୂଚନା ମିଳିଛି।

ସମ୍ବନ୍ଧିତ ଖବର