ମନ୍ତ୍ରୀ ପରିଷଦ, କ୍ୟାବିନେଟ୍‌ ବୈଠକ ଆଜି

ଭୁବନେଶ୍ବର : ଆସନ୍ତା ୧୮ ତାରିଖରୁ ବିଧାନସଭାର ବଜେଟ୍‌ ଅଧିବେଶନ ବସିବ। ତାହା ପୂର୍ବରୁ ୯ ତାରିଖ ମଂଗଳବାର ଦିନ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ମନ୍ତ୍ରୀ ପରିଷଦ ବୈଠକରେ ୨୦୨୧-୨୨ ଚିଠା ବଜେଟ୍‌କୁ ଅନୁମୋଦନ ମିଳିବ। ଏହା ସହ କ୍ୟାବିନେଟ୍‌ରେ ୨୫ଟି ପ୍ରସ୍ତାବ ଆସିବ ବୋଲି ସୂଚନା ମିଳିଛି।

ସମ୍ବନ୍ଧିତ ଖବର